• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ । ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି ।

Sagittarius

ଧନୁ

Monday 14 Apr 2025

ମୂଳା- ବାରମ୍ବାର ପରିବାରରେ ସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ । କର୍ମକ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ।     ପୂ,ଷାଢା- ଅଫିସ ରେ ଅପ୍ରିୟ  ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ବନ୍ଧୁଙ୍କ ମାଧ୍ୟମରେ ଆଶା କରୁଥିବା ଜିନିଷଟି ପାଇ ଖୁସି ହୋଇଯିବେ। ଉ,ଷାଢା- ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପ୍ରର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତି ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ଘରୁ କୌଣସି ଭୁଲ୍ ଖବର ଶୁଣି ବିବ୍ରତ ହୋଇପାରନ୍ତି ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ମେଷ- 
ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ । 
ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ଦୀର୍ଘ ଦିନ ଧରି ଅଫିସ ରେ ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିପାରିବେ ।