• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2023: ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ

Taurus

ବୃଷ

Monday 14 Aug 2023

କୃତିକା - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି

ରୋହିଣୀ – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ ।

ମୃଗଶିରା – ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :