• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2023: ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ

Aquarius

କୁମ୍ଭ

Monday 14 Aug 2023

ଧନିଷ୍ଠା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ଶତଭିଷା – ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ପୂ , ଭାଦ୍ରପଦ – ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :