• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2023: ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ

Pisces

ମୀନ

Monday 14 Aug 2023

ପୂ , ଭାଦ୍ରପଦ – କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ ।

ଉ , ଭଦ୍ରପଦ - ପ୍ରସାସନିକ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ

ରେବତୀ – ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।

ପ୍ରତିକାର – ଗରିବ ଲୋକଙ୍କୁ ସହାୟତା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :