• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2023: ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ

Cancer

କର୍କଟ

Monday 14 Aug 2023

ପୁନର୍ବସୁ - ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।

ପୁଷ୍ୟା – ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ

ଅଶ୍ଳେଷା - ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :