• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2023: ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ

Libra

ତୁଳା

Monday 14 Aug 2023

ଚିତ୍ରା – ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ସ୍ୱାତୀ – ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।

ବିଶାଖା – ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :