• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2023: ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ

Scorpio

ବିଛା

Monday 14 Aug 2023

ବିଶାଖା – ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।

ଅନୁରାଧା – ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ

ଜ୍ୟେଷ୍ଠା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହୋଇ ପାରନ୍ତି । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :