• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2023: ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ

Sagittarius

ଧନୁ

Monday 14 Aug 2023

ମୂଳା –କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :