• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2023: ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ

Capricorn

ମକର

Monday 14 Aug 2023

ଉ , ଷାଢା - ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ

ଶ୍ରବଣା – ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଧନିଷ୍ଠା – ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :