Daily Horoscope 14th August 2023: ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ। ଇଂରାଜୀରେ ୧୪ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ରାତ୍ରି ୦୪.୨୫ ଗତେ କର୍କଟ। ତିଥି – ୧୩ଶୀ ଦିବା ୧୦.୨୫ ଗତେ ୧୪ଶୀ। ଘାତ ଚନ୍ଦ୍ର –ନାସ୍ତି, ଘାତ ବାର – ମିଥୁନ

Aries

ମେଷ

Monday 14 Aug 2023

ଅଶ୍ୱନୀ – ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ। ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ। ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି।

ଦ୍ୱିଜା – ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।

କୃତିକା – ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :