• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ନବମୀ ଦିବା ୧୦.୨୪ ଗତେ ଦଶମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି।

Aquarius

କୁମ୍ଭ

Wednesday 14 Aug 2024

ଧନିଷ୍ଠା- ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶାଇ ବେପାର ବୃଦ୍ଧି କରିବେ । କୁଟୁମ୍ବରେ ଲାଗି ରହିଥିବା ଝଗଡାର ସମାଧାନ କରିପାରିବେ । କର୍ମଚାରୀମାନେ କାର୍ଯ୍ୟରେ ଦକ୍ଷତା ପ୍ରଦର୍ଶନ କରିବେ ।

ଶତଭିଷା- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ।

ପୂ, ଭାଦ୍ରପଦ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇପାରେ। ଜମିଜମା କାରବାର ସକାଶେ ଦିନଟି ବହୁତ ଭଲ ।

ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :