• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ନବମୀ ଦିବା ୧୦.୨୪ ଗତେ ଦଶମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି।

Pisces

ମୀନ

Wednesday 14 Aug 2024

ପୂ,ଭାଦ୍ରପଦ- ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତିମାନଙ୍କର ସନ୍ତାନ ଲାଭର ଯୋଗ ରହିଛି ।

ଉ,ଭାଦ୍ରପଦ- ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

ରେବତୀ- ଭୌତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ,ପ୍ରମୋଦ, କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ପ୍ରତିକାର – ସକାଳୁ ଉଠି ଗୁରୁଜନମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :