• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ନବମୀ ଦିବା ୧୦.୨୪ ଗତେ ଦଶମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି।

Gemini

ମିଥୁନ

Wednesday 14 Aug 2024

ମୃଗଶିରା- କର୍ମ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ସାଙ୍ଗସାଥୀମାନେ ସାହାଯ୍ୟ ସହଯୋଗ କରିବା ଫଳରେ ଆଶା କରିଥିବା କାମ ସମ୍ପନ୍ନ କରିପାରିବେ । ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ ।

ଆଦ୍ରା- ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ । ଶିକ୍ଷାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଜୟଯୁକ୍ତ ହେବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ ।

ପୁନର୍ବସୁ- ଚଳଚ୍ଚିତ୍ର ତଥା ମନୋରଞ୍ଜନରେ ନିଜକୁ ନିୟୋଜିତ କଲେ ପ୍ରଶଂସିତ ହେବେ। ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟ ପ୍ରତି ରୁଚି ବଳିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ।

ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :