• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ନବମୀ ଦିବା ୧୦.୨୪ ଗତେ ଦଶମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି।

Cancer

କର୍କଟ

Wednesday 14 Aug 2024

ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କାର‌୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ।

ପୁଷ୍ୟା- ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ ।

ଅଶ୍ଲେଷା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ ।

ପ୍ରତିକାର – ମା’ ଭୁବନେଶୂରୀଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :