• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ନବମୀ ଦିବା ୧୦.୨୪ ଗତେ ଦଶମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି।

Leo

ସିଂହ

Wednesday 14 Aug 2024

ମଘା- ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡ଼ିବ । ସହକର୍ମୀ କିମ୍ବା ବନ୍ଧୁଙ୍କ ସହାୟତାରୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।

ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ନିଜକାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି । ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ମନସ୍କାମନା ପୂର୍ଣ୍ଣ ହେବ ।

ଉ- ଫାଲ୍‌ଗୁନୀ- ନିଜ ଲୋକମାନେ କହିବେ ଗୋଟିଏ କଥା ଏବଂ କାମ ବେଳକୁ ଠିକ୍ ତାହାର ଓଲଟା କରିପାରନ୍ତି। ପରିବହନରେ ଲାଭବାନ୍ ହେବେ।ଅତିଥି ସତ୍କାର କରି ଆତ୍ମସନ୍ତୋଷ ଲାଭ କରିବେ।

ପ୍ରତିକାର- ମନ୍ଦିରରେ କଳା ସୋରିଷ ଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :