• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ନବମୀ ଦିବା ୧୦.୨୪ ଗତେ ଦଶମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି।

Virgo

କନ୍ୟା

Wednesday 14 Aug 2024

ଉ,ଫଳଗୁନି- ଆଖିରେ ଯନ୍ତ୍ରଣା ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ।

ହସ୍ତା- ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ ।

ଚିତ୍ରା- ଅର୍ଜିତ ଧନ ଓ ମାନହାନି ଘଟିପାରେ । ଦୈବୀ ଆଶୀର୍ବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :