• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ନବମୀ ଦିବା ୧୦.୨୪ ଗତେ ଦଶମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି।

Libra

ତୁଳା

Wednesday 14 Aug 2024

ଚିତ୍ରା- ଯେମିତି ବିଚାର କରିଛନ୍ତି ସେହିପରି କାମ କରିଚାଲନ୍ତୁ ଆଶା ନିଶ୍ଚିତ ପୂରଣ ହୋଇପାରିବ।ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ପ୍ରଗତିର ପଥରୋଧ କରିବ। ଆଗାମୀ ସମୟର କେତେକ ଅଧୁରା କାମକୁ ସୁଧାରି ନେବାର ଚେଷ୍ଟା କରିବେ।

ସ୍ୱାତୀ- ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ନିଜ ଉପରକୁ ଝମେଲା ଆସିପାରେ। କର୍ମକ୍ଷେତ୍ରରେ ଟେନସନ୍ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ।

ବିଶାଖା- ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସମସ୍ୟା ସମାଧାନ ହୋଇଯିବ।ନିଜ ବୃଦ୍ଧି ବଳ ଓ ବାହୁ ବଳ ପ୍ରୟୋଗ କରି ଧନ ଅର୍ଜନ କରିପାରନ୍ତି । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।

ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :