• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ନବମୀ ଦିବା ୧୦.୨୪ ଗତେ ଦଶମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି।

Scorpio

ବିଛା

Wednesday 14 Aug 2024

ବିଶାଖା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ ।

ଅନୁରାଧା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ ।

ଜ୍ୟେଷ୍ଠା- ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ ।

ପ୍ରତିକାର – ମା’ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :