• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ନବମୀ ଦିବା ୧୦.୨୪ ଗତେ ଦଶମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି।

Sagittarius

ଧନୁ

Wednesday 14 Aug 2024

ମୂଳା- ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ ।

ପୂ, ଷାଢା- ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଦୂର ଯାତ୍ରାରୁ ବହୁତ ଲାଭ ପାଇବେ । ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ଋଣମୁକ୍ତି ପାଇଁ ରାସ୍ତା ଦେଖାଦେବ ।

ଉ, ଷାଢା- ଆୟ ଉପାର୍ଜନରେ ବାଧାସୃଷ୍ଟି ହୋଇପାରେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଯାନବାହାନର ନବୀକରଣ କରିବା ପାଇଁ ମନବଳେଇ ପାରନ୍ତି।

ପ୍ରତିକାର- ମା’ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :