• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ନବମୀ ଦିବା ୧୦.୨୪ ଗତେ ଦଶମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି।

Capricorn

ମକର

Wednesday 14 Aug 2024

ଉ,ଷାଢା- ସ୍ୱାସ୍ଥ୍ୟ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କାର‌୍ୟ୍ୟରେ ସଫଳତା ହାସଲ କରିପାରିବେ।

ଶ୍ରବଣା- ପ୍ରେମିକପ୍ରେମିକାମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି।

ଧନିଷ୍ଠା- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଧାର୍ମିକ କାର‌୍ୟ୍ୟରେ ରୁଚି ବଢିବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :