• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Feb 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୪ ତାରିଖ ବୁଧବାର ଚନ୍ଦ୍ର- ମୀନ ଦିବା ୧୦.୪୪ ଗତେ ମେଷ ତିଥି- ୫ମୀ ଦିବା ୧୨.୧୦ ଗତେ ୬ଷ୍ଠୀ ଘାତଚନ୍ଦ୍ର- ଧନୁ ରାଶିର, ଦିବା ୧୦.୪୪ ଗତେ ମେଷ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Aries

ମେଷ

Wednesday 14 Feb 2024

ଅଶ୍ୱନୀ - ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ନୂତନ ବ୍ୟବସାୟ କରିବାକୁ ଯୋଜନା କରୁଛନ୍ତି, ସେଥିରେ ସଫଳତା ପାଇବେ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜିତ କରିପାରିବେ ।
ଦ୍ୱିଜା - କୌଣସି ବରିଷ୍ଠ ନେତାଙ୍କ ପରାମର୍ଶରେ ନିର୍ବାଚନର ସୁଯୋଗ ପାଇପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ପାଇଁ ପ୍ରସ୍ତୁତ ହେବେ । ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।
କୃତିକା - ସମ୍ପତିକୁ ନେଇ ପାରିବାରିକ ସମସ୍ୟା ସମାଧାନ ହୋଇଯିବ । ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ । ମହିଳା ମାନେ ଖୁସିରେ ସମୟ ଅତିବାହିତ କରିବେ । 
ପ୍ରତିକାର – କୌଣସି ଅସହାୟ ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :