• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th February 2023: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର। ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୮ମୀ ଦିବା ୦୯.୦୪ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ

Aquarius

କୁମ୍ଭ

Tuesday 14 Feb 2023

ଧନିଷ୍ଠା – ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ

ଶତଭିଷା – ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ପୂ , ଭାଦ୍ରପଦ – ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ମହିଳା ମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :