• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th February 2023: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର। ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୮ମୀ ଦିବା ୦୯.୦୪ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ

Libra

ତୁଳା

Tuesday 14 Feb 2023

ଚିତ୍ରା – ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।

ସ୍ୱାତୀ – ଦୀର୍ଘଦିନରୁ ଅଟକି ରହିିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ ।

ବିଶାଖା – କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :