କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୪୪ ଗତେ କନ୍ୟା । ତିଥି- ୨ୟା ରାତ୍ରି ୦୯.୫୨ ଗତେ ୩ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୪୪ ଗତେ ବୃଷ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୫୨ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୧୧.୧୦ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ଅଶ୍ୱନୀ – ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।
ଦ୍ୱିଜା – ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର୍ୟ୍ୟ କରିବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ଆଜି ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।
କୃତିକା – ନୂଆ ଜମି କ୍ରୟ କରିବେ । ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।
ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯