• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୪୪ ଗତେ କନ୍ୟା । ତିଥି- ୨ୟା ରାତ୍ରି ୦୯.୫୨ ଗତେ ୩ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୪୪ ଗତେ ବୃଷ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୫୨ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୧୧.୧୦ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Taurus

ବୃଷ

Friday 14 Feb 2025

କୃତିକା- ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।ନିଷ୍ପତି ମୂଳକ କାର‌୍ୟ୍ୟରେ ଆଗପଛ ହୋଇ ପାରନ୍ତି ।

ରୋହିଣୀ- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତିରେ ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ମୃଗଶିରା- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ପ୍ରତିକାର – ଶୁକ୍ରଙ୍କର  ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS