• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୪୪ ଗତେ କନ୍ୟା । ତିଥି- ୨ୟା ରାତ୍ରି ୦୯.୫୨ ଗତେ ୩ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୪୪ ଗତେ ବୃଷ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୫୨ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୧୧.୧୦ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Pisces

ମୀନ

Friday 14 Feb 2025

ପୂ,ଭାଦ୍ରପଦ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ସାମାନ୍ୟ କ୍ଷତି ସହିବେ । ଆର୍ଥିକ  କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ଉ,ଭାଦ୍ରପଦ- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ରେବତୀ- ରାଜନିତିରେ ଆଗ୍ରହ ବଢିପାରେ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି  ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ ।
 
ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS