• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୪୪ ଗତେ କନ୍ୟା । ତିଥି- ୨ୟା ରାତ୍ରି ୦୯.୫୨ ଗତେ ୩ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୪୪ ଗତେ ବୃଷ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୫୨ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୧୧.୧୦ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Gemini

ମିଥୁନ

Friday 14 Feb 2025

ମୃଗଶିରା  - ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର‌୍ୟ୍ୟ ହାସଲ କରିବେ। 

ଆଦ୍ରା - କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ।  ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ । 

ପୁନର୍ବସୁ - ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ । ମହିଳା ମାନଙ୍କ ଦିନ ଭଲରେ କଟିବ ।

ପ୍ରତିକାର – ସକାଳୁ  ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS