• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୪୪ ଗତେ କନ୍ୟା । ତିଥି- ୨ୟା ରାତ୍ରି ୦୯.୫୨ ଗତେ ୩ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୪୪ ଗତେ ବୃଷ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୫୨ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୧୧.୧୦ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Cancer

କର୍କଟ

Friday 14 Feb 2025

ପୁନର୍ବସୁ- ସ୍ୱାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ । ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ହେବ । ନୂତନ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇବେ ।

ପୁଷ୍ୟା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢ କରିବେ ।  ଟଙ୍କା ପଇସା, ନେବା ଆଣିବା କ୍ଷେତ୍ରରେ ସତର୍କ ନ ରହିଲେ  ଅନୁତାପ କରିବାକୁ ପଡିପାରେ ।

ଅଶ୍ଲେଷା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ ।    

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି ।
 
ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS