କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୪୪ ଗତେ କନ୍ୟା । ତିଥି- ୨ୟା ରାତ୍ରି ୦୯.୫୨ ଗତେ ୩ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୪୪ ଗତେ ବୃଷ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୫୨ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୧୧.୧୦ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ଉ,ଫଳଗୁନି- କର୍ମ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।
ହସ୍ତା- ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।
ଚିତ୍ରା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫