• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୪୪ ଗତେ କନ୍ୟା । ତିଥି- ୨ୟା ରାତ୍ରି ୦୯.୫୨ ଗତେ ୩ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୪୪ ଗତେ ବୃଷ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୫୨ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୧୧.୧୦ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Libra

ତୁଳା

Friday 14 Feb 2025

ଚିତ୍ରା – ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ ।

ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।  ମହିଳା ମାନେ ତିରସ୍କୃତ ହୋଇପାରନ୍ତି  ।

ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS