• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୪୪ ଗତେ କନ୍ୟା । ତିଥି- ୨ୟା ରାତ୍ରି ୦୯.୫୨ ଗତେ ୩ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୪୪ ଗତେ ବୃଷ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୫୨ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୧୧.୧୦ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Scorpio

ବିଛା

Friday 14 Feb 2025

ବିଶାଖା- ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ ।

ଅନୁରାଧା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।

ଜ୍ୟେଷ୍ଠା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ ।

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS