କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୪୪ ଗତେ କନ୍ୟା । ତିଥି- ୨ୟା ରାତ୍ରି ୦୯.୫୨ ଗତେ ୩ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୪୪ ଗତେ ବୃଷ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୫୨ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୧୧.୧୦ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ମୂଳା – ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ ଅପମାନ ପାଇବେ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ ।
ପୂ , ଷାଢା – ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।
ଉ , ଷାଢା – କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩