କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୪୪ ଗତେ କନ୍ୟା । ତିଥି- ୨ୟା ରାତ୍ରି ୦୯.୫୨ ଗତେ ୩ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୪୪ ଗତେ ବୃଷ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୫୨ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୧୧.୧୦ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ଉ,ଷାଢା-ନବବିବାହିତା ଦମ୍ପତି ମାନଙ୍କ ଜୀବନ ସୁଖପ୍ରଦ ରହିବ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର୍ୟ୍ୟରେ ଲାଭ ହେବ ।
ଶ୍ରବଣା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ପିଲାଙ୍କ ଉନ୍ନତ କାର୍ଯ୍ୟ କଳାପ ପାଇଁ ଗୌରବାନ୍ୱିତ ହୋଇପାରନ୍ତି ।
ଧନିଷ୍ଠା- ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮