Daily Horoscope 14th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ବର୍ଷାର ଯୋଗ ରହିଛି
/odishatv-khabar/media/media_files/uploadimage/library/16_9/16_9_0/IMAGE_1704943757-115837.jpg)
ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୪ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୩ୟା ଦିବା ୦୮.୦୦ ଗତେ ୪ର୍ଥୀ (କ୍ଷୟ) ନିଶାନ୍ତ ୦୪.୫୯ ଗତେ ୫ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
