• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ବର୍ଷାର ଯୋଗ ରହିଛି

ସୌର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୪ ତାରିଖ  ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୩ୟା ଦିବା ୦୮.୦୦ ଗତେ ୪ର୍ଥୀ (କ୍ଷୟ) ନିଶାନ୍ତ ୦୪.୫୯ ଗତେ ୫ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Sunday 14 Jan 2024

ଧନିଷ୍ଠା- ବ୍ୟବସାୟୀଙ୍କୁ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ ।

ଶତଭିଷା- ବ୍ୟବସାୟୀ ମାନେ ଆଜି କାର୍ଯ୍ୟରେ କୌଣସି ପ୍ରକାର ଅବହେଳା କରନ୍ତୁ ନାହିଁ ।  ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ସଫଳତା ଓ ସମ୍ମାନ ମିଳିବ । ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉତମ ଦିନଟିଏ ।

ପୂ,ଭାଦ୍ରପଦ- ଅତ୍ୟଧିକ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିନପାରେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ