• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ବର୍ଷାର ଯୋଗ ରହିଛି

ସୌର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୪ ତାରିଖ  ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୩ୟା ଦିବା ୦୮.୦୦ ଗତେ ୪ର୍ଥୀ (କ୍ଷୟ) ନିଶାନ୍ତ ୦୪.୫୯ ଗତେ ୫ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Sunday 14 Jan 2024

ମୃଗଶିରା- ବାରମ୍ବାର ଚେଷ୍ଟାର ପରିଣାମ ସ୍ୱରୂପ ଆଜି ସାମାନ୍ୟ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ । ଭୁଲ ବୁଝାମଣା ହେତୁ ପାରିବାରିକ କଳହ ଦେଖାଦେଇପାରେ । 

ଆଦ୍ରା- ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚାଳିବେ । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । 

ପୁନର୍ବସୁ- ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି । ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଘରକାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ