• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ବର୍ଷାର ଯୋଗ ରହିଛି

ସୌର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୪ ତାରିଖ  ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୩ୟା ଦିବା ୦୮.୦୦ ଗତେ ୪ର୍ଥୀ (କ୍ଷୟ) ନିଶାନ୍ତ ୦୪.୫୯ ଗତେ ୫ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Sunday 14 Jan 2024

ଉ, ଫଳଗୁନି- ନୂଆ କାମ କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଜୀବନ ସାଥୀଙ୍କ ବିଚାରକୁ ବୁଝିବାକୁ ଚେଷ୍ଟା କରନ୍ତୁ । ପ୍ରତିଟି କାମ ମନ ଦେଇ କଲେ ସଫଳତା ପାଇବେ ।

ହସ୍ତା- ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ ।

ଚିତ୍ରା- ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ପାଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ରାଜନୀତିରେ ଲୋକପ୍ରିୟତା ଅର୍ଜନ କରିପାରନ୍ତି ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ