• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ବର୍ଷାର ଯୋଗ ରହିଛି

ସୌର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୪ ତାରିଖ  ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୩ୟା ଦିବା ୦୮.୦୦ ଗତେ ୪ର୍ଥୀ (କ୍ଷୟ) ନିଶାନ୍ତ ୦୪.୫୯ ଗତେ ୫ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Sunday 14 Jan 2024

ଚିତ୍ରା- ନୂତନ ବ୍ୟବସାୟ  ଆରମ୍ଭ କରିବା ପାଇଁ ଭାବିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ପ୍ରେମିଯୁଗଳଙ୍କ ପାଇଁ ଭଲଦିନ ଟିଏ । 

ସ୍ୱାତୀ- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ସମାଜ ସେବାରେ ମନ ବଳାଇବେ । ଅଫିସ କାମରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ବିଦ୍ୟାର୍ଥୀ ମାନଙ୍କୁ କମ ପରିଶ୍ରମରେ ଅଧିକ ସଫଳତା ମିଳିପାରେ । 

ବିଶାଖା- ସମାଜ ସେବା କରୁଥିବା ବ୍ୟକ୍ତିମାନେ ମାନ ସମ୍ମାନ ପାଇବେ । କିଛି ନୂଆ ଯୋଜନା କରିପାରନ୍ତି । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ