• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ବର୍ଷାର ଯୋଗ ରହିଛି

ସୌର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୪ ତାରିଖ  ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୩ୟା ଦିବା ୦୮.୦୦ ଗତେ ୪ର୍ଥୀ (କ୍ଷୟ) ନିଶାନ୍ତ ୦୪.୫୯ ଗତେ ୫ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Sunday 14 Jan 2024

ବିଶାଖା- ପାରିବାରିକ ଜୀବନରେ ଶୁଖ ଓ ଶାନ୍ତି ରହିବ । ବ୍ୟବସାୟୀ ମାନେ ନୂଆ କାରବାର କରିବାର ସୁଯୋଗ ପାଇପାରିବେ ।  ବାକିଦେଇଥିବା ଟଙ୍କା ଫେରିପାଇବେ ।

ଅନୁରାଧା- ସରକାରୀ କାମ  ପୂରା କରିବାରେ ସମୟ ଲାଗିପାରେ । ବଡ କମ୍ପାନିରୁ ଚାକିରି ପାଇଁ ଡାକରା ଆସିବ । ବିଜ୍ଞାନ ବିଦ୍ୟାର୍ଥୀ ଙ୍କ ପାଇଁ ଦିନଟି ଶୁଭ ଅଛି । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।

ଜ୍ୟେଷ୍ଠା- ଆଜି କିଛି ଦାନ ପୁଣ୍ୟ କରନ୍ତୁ ମାନସିକ ଶାନ୍ତି ମୀଳିବ । ସୁସ୍ୱାଦୁ ଭୋଜନ କରିବେ । ଆର୍ଥିକ ଅବସ୍ଥା ଭଲ ରହିବ । ସତର୍କତା ସହିତ ସବୁ କାମ କରନ୍ତୁ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର-ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ