• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ବର୍ଷାର ଯୋଗ ରହିଛି

ସୌର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୪ ତାରିଖ  ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୩ୟା ଦିବା ୦୮.୦୦ ଗତେ ୪ର୍ଥୀ (କ୍ଷୟ) ନିଶାନ୍ତ ୦୪.୫୯ ଗତେ ୫ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Sunday 14 Jan 2024

ମୂଳା- କାମ କାର୍ଯ୍ୟରେ ଆପଣ ବହୁତ ଲାଭ ପାଇପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ବ୍ୟବସାୟରେ ଲାଭ ମିଳିପାରେ ।

ପୂ,ଷାଢା- ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ । ଛାତ୍ରଛାତ୍ରୀ ମାନେ ପାଠକୁ ନେଇ ଚିନ୍ତାରେ ରହିବେ । ଛୋଟଛୋଟ କଥାକୁ ନେଇ କର୍ମ କ୍ଷେତ୍ରରେ ବିବାଦ ଦେଖିବାକୁ ମିଳିବ ।

ଉ,ଷାଢା- ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ନୂତନ ବନ୍ଧୁ ସୃଷ୍ଟି ହେବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । 

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର –୫ଟି ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ