Daily Horoscope 14th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭୂ-ସମ୍ପତି କିଣିବା ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି - ୭ମୀ ସନ୍ଧ୍ୟା ୦୭.୨୩ ଗତେ ୮ମୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା ,ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୨୩ ଗତେ ୧ ପାଦ ।

Aries

ମେଷ

Saturday 14 Jan 2023

ଅଶ୍ୱନୀ – ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ ।

ଦ୍ୱିଜା – ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ। ସହିତ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।

କୃତିକା – ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :