ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୩.୨୧ ଗତେ ୨ୟା,ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୦.୧୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୨୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
କୃତିକା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଇଚ୍ଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ବିଶେଷ କାମକୁ ପ୍ରଥମେ କରିବାକୁ ଚେଷ୍ଟା କରିବେ ।
ରୋହିଣୀ- ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ । ପିଲାମାନଙ୍କ ପାଠପଢାକୁ ନେଇ ଖୁସି ରହିବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଂଶସିତ ହେବେ
ମୃଗଶିରା- ଧାର୍ମିକ କାର୍ୟ୍ୟରେ ରୁଚି ବୃଦ୍ଧି ହେବ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ପ୍ରତିକାର – ଶୁକ୍ରଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬