Daily Horoscope 14th January 2025: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂମି, ସୁନା ଆଦି ମିଳିବାର ଯୋଗ ରହିଛି
/odishatv-khabar/media/media_files/uploadimage/library/16_9/16_9_0/IMAGE_1736825172-932788.jpg)
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ପ୍ରତିପଦ ରାତ୍ରି ୦୩.୨୧ ଗତେ ୨ୟା,ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୦.୧୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୨୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
