• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th July 2023: ଅଫିସ୍ କାମରେ ଟେନସନ୍ ବଢ଼ିବ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର। ଚନ୍ଦ୍ର – ବୃଷ ଅହୋରାତ୍ର; ତିଥି – ୧୨ଶୀ ସନ୍ଧ୍ୟା ୦୭.୧୭ ଗତେ ୧୩ଶୀ, ଘାତ ଚନ୍ଦ୍ର– ବିଛା ଅହୋରାତ୍ର, ଘାତ ବାର– ବିଛା, ଧନୁ ଓ ମୀନ

Aquarius

କୁମ୍ଭ

Friday 14 Jul 2023

ଧନିଷ୍ଠା- କୌଣସି ଅଭାବ ଅସୁବିଧା ନ ଥିଲେ ମଧ୍ୟ ମନଟା ଭଲ ରହିବ ନାହିଁ । ଅନ୍ୟମାନଙ୍କ କଥାରେ ଭାସି ନଯାଇ ଲୋକକୁ ପରଖି ଯାହା କରିବା କଥା କରନ୍ତୁ। ଆକସ୍ମିକ ଆବଶ୍ୟକତାକୁ ପୂରଣ କରିବାକୁ ଯାଇ ଧାର କରଜ କରିବାକୁ ବାଧ୍ୟ ହେବେ।

ଶତଭିଷା- କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିବନ୍ଧକ ଓ ସମସ୍ୟା ଦେଖାଦେବ। ମୁହଁରେ ହସ ଫୁଟାଇ ପରିସ୍ଥିତିକୁ ନିୟନ୍ତ୍ରଣ କରିବେ। ଯେତେବେଳେ ଯାହା ଚାହିଁବେ ପାଇବେ।

ପୂ, ଭାଦ୍ରପଦ- ଆମଦାନୀ କାରବାର, ପନିପରିବା ଦୋକାନୀ, ହୋଟେଲ ମାଲିକ ବେଶ୍ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :