• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th July 2023: ଅଫିସ୍ କାମରେ ଟେନସନ୍ ବଢ଼ିବ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର। ଚନ୍ଦ୍ର – ବୃଷ ଅହୋରାତ୍ର; ତିଥି – ୧୨ଶୀ ସନ୍ଧ୍ୟା ୦୭.୧୭ ଗତେ ୧୩ଶୀ, ଘାତ ଚନ୍ଦ୍ର– ବିଛା ଅହୋରାତ୍ର, ଘାତ ବାର– ବିଛା, ଧନୁ ଓ ମୀନ

Pisces

ମୀନ

Friday 14 Jul 2023

ପୂ, ଭାଦ୍ରପଦ- କେତେକ କ୍ଷେତ୍ରରେ ବନ୍ଧୁଙ୍କ କଥାକୁ ଗ୍ରହଣ କଲେ ସମସ୍ୟାରୁ ମୁକୁଳି ଯାଇପାରନ୍ତି। ସହକର୍ମୀ କିମ୍ବା ଆମତ୍ୀୟଙ୍କଠାରୁ କୌଣସି ଖବର ପାଇ ବିସ୍ମିତ ହେବେ। ବିନା ଖର୍ଚ୍ଚରେ କିମ୍ବା ସରଳ ଓ ସହଜରେ କୌଣସି କାମ ହାସଲ କରିବା କଷ୍ଟ ହୋଇପଡିବ।

ଉ, ଭାଦ୍ରପଦ- ଶିକ୍ଷା, ଗଠନମୂଳକ ଆଲୋଚନା, ଆନୁଷ୍ଠାନିକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ। ଆର୍ଥିକ ଅଭିବୃଦ୍ଧି ପାଇଁ ପଲିସ୍ କରିପାରନ୍ତି। ପରିବାରରେ କାହାର ସ୍ବାସ୍ଥ୍ୟହାନି କାରଣରୁ ମନ ସ୍ଥିର ରହି ପାରିବ ନାହିଁ।

ରେବତୀ- କର୍ମକ୍ଷେତ୍ର ସକାଶେ ସାମୟିକ ଚିନ୍ତିତ ରହିବେ, କିନ୍ତୁ ପରକ୍ଷଣରେ ସବୁ କିଛି ଠିକ୍ ହୋଇଯିବ। କୌଣସି ନୂତନ କାମଟିଏ ଆରମ୍ଭ କରିବା ସକାଶେ ମନ ବଳାଇବେ। ସହାୟତା ନେଇ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।

ପ୍ରତିକାର– ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :