• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th July 2023: ଅଫିସ୍ କାମରେ ଟେନସନ୍ ବଢ଼ିବ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର। ଚନ୍ଦ୍ର – ବୃଷ ଅହୋରାତ୍ର; ତିଥି – ୧୨ଶୀ ସନ୍ଧ୍ୟା ୦୭.୧୭ ଗତେ ୧୩ଶୀ, ଘାତ ଚନ୍ଦ୍ର– ବିଛା ଅହୋରାତ୍ର, ଘାତ ବାର– ବିଛା, ଧନୁ ଓ ମୀନ

Gemini

ମିଥୁନ

Friday 14 Jul 2023

ମୃଗଶିରା- କୌଣସି ପ୍ରକାରର ସାହାଯ୍ୟ, ସହଯୋଗ ନ ପାଇଲେ ମଧ୍ୟ ନିଜର ଦକ୍ଷତା ମାଧ୍ୟମରେ ପ୍ରତ୍ୟେକ ପରିସ୍ଥିତିକୁ ସାମ୍ନା କରିପାରିବେ। ପାରିବାରିକ ସମସ୍ୟାର ସମାଧାନ ହୋଇଯିବ।

ଆଦ୍ରା- ପଡ଼ୋଶୀ ସ୍ବାର୍ଥ ହାସଲ ସକାଶେ କଳହ କରିପାରନ୍ତି। କାମଗୁଡ଼ିକ ଠିକ୍ଠାକ୍ ହୋଇଯିବ, କିନ୍ତୁ ତରବରିଆ ନିଷ୍ପତ୍ତି ନେବା ଠିକ୍ ହେବ ନାହିଁ । ବନ୍ଧୁଙ୍କ ଆଦର, ଗୌରବରେ ଅତୀତ ଦୁଃଖକୁ ପାସୋରି ଦେଇ ପାରନ୍ତି।

ପୁନର୍ବସୁ- ମାଙ୍ଗଳିକ କାର୍ଯ୍ୟ, ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟ, ସତ୍ସଙ୍ଗରେ ପ୍ରଶଂସିତ ହେବେ। ଦୀର୍ଘ ଦିନର ପରିକଳ୍ପିତ ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ।

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :