• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th July 2023: ଅଫିସ୍ କାମରେ ଟେନସନ୍ ବଢ଼ିବ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର। ଚନ୍ଦ୍ର – ବୃଷ ଅହୋରାତ୍ର; ତିଥି – ୧୨ଶୀ ସନ୍ଧ୍ୟା ୦୭.୧୭ ଗତେ ୧୩ଶୀ, ଘାତ ଚନ୍ଦ୍ର– ବିଛା ଅହୋରାତ୍ର, ଘାତ ବାର– ବିଛା, ଧନୁ ଓ ମୀନ

Cancer

କର୍କଟ

Friday 14 Jul 2023

ପୁନର୍ବସୁ- ବନ୍ଧୁମାନଙ୍କ ସହଯୋଗ କ୍ରମେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ମଧ୍ୟ ହୋଇଯିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଉପରିସ୍ଥଙ୍କ ନିକଟରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ।

ପୁଷ୍ୟା- ଅଫିସ୍ କାମରେ ମଧ୍ୟାହ୍ନରେ ଟେନସନ୍ ବଢ଼ିପାରେ। ଛାତ୍ରଛାତ୍ରୀମାନେ ପଢା ପଢିରେ ନିରନ୍ତର ମନ ଦେବେ । ମିଠା କଥା କହି ପ୍ରତ୍ୟେକ କାମ ହାସଲ କରିବାରେ ସମର୍ଥ ହେବେ।

ଅଶ୍ଳେଷା- ପୂର୍ବ ସମସ୍ୟା ବଦଳି ଯାଇ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା କାରଣରୁ ସାମୟିକ ଖୁସି ରହିବେ। ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :