• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th July 2023: ଅଫିସ୍ କାମରେ ଟେନସନ୍ ବଢ଼ିବ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର। ଚନ୍ଦ୍ର – ବୃଷ ଅହୋରାତ୍ର; ତିଥି – ୧୨ଶୀ ସନ୍ଧ୍ୟା ୦୭.୧୭ ଗତେ ୧୩ଶୀ, ଘାତ ଚନ୍ଦ୍ର– ବିଛା ଅହୋରାତ୍ର, ଘାତ ବାର– ବିଛା, ଧନୁ ଓ ମୀନ

Leo

ସିଂହ

Friday 14 Jul 2023

ମଘା- ଆବଶ୍ୟକତାରୁ ଅଧିକ କହିବା ଅହିତକର ହେବ। ଯାହାକୁ ବିଶ୍ୱାସ କରି କିଛି ଗୋପନୀୟ କଥା କହିବେ, ସେହି ବ୍ୟକ୍ତିହିଁ ସବୁ ସମସ୍ୟା ସୃଷ୍ଟିର କେନ୍ଦ୍ରବିନ୍ଦୁ ପାଲଟିଯିବ। ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

ପୂ- ଫାଲ୍‌ଗୁନୀ- ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ଓ ବିରୋଧ ମନୋଭାବ ଯୋଗୁ ବିଚଳିତବୋଧ କରିବେ। ନିର୍ମାଣ କ୍ଷେତ୍ରରେ ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ।

ଉ- ଫାଲ୍‌ଗୁନୀ- ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି।

ପ୍ରତିକାର– ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :