• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th July 2023: ଅଫିସ୍ କାମରେ ଟେନସନ୍ ବଢ଼ିବ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର। ଚନ୍ଦ୍ର – ବୃଷ ଅହୋରାତ୍ର; ତିଥି – ୧୨ଶୀ ସନ୍ଧ୍ୟା ୦୭.୧୭ ଗତେ ୧୩ଶୀ, ଘାତ ଚନ୍ଦ୍ର– ବିଛା ଅହୋରାତ୍ର, ଘାତ ବାର– ବିଛା, ଧନୁ ଓ ମୀନ

Virgo

କନ୍ୟା

Friday 14 Jul 2023

ଉ- ଫାଲ୍‌ଗୁନୀ- ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ । ସାମୟିକ ଭାବପ୍ରବଣତା କାରଣରୁ ବିଭିନ୍ନ ବିଫଳତାକୁ ନେଇ ଚିନ୍ତିତ ରହିପାରନ୍ତି।

ହସ୍ତା- ଅଫିସ କାମ ଚାପାରେ ନିଜକୁ ଆଡ୍ଜଷ୍ଟ କରିବାକୁ ବାଧ୍ୟ ହେବେ। ପାରିବାରିକ ସ୍ଥିତି, ପରିବହନ, ନିର୍ମାଣ, ଯାନ୍ତ୍ରିକ ଜିନିଷର ବ୍ୟବସାୟ ପାଇଁ ଭଲ। ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ

ଚିତ୍ରା- ଛୋଟ ଛୋଟ ସାଧାରଣ କଥାକୁ ନେଇ ମାନସିକ ସ୍ତରରେ ଉତ୍ତେଜିତ ରହିବେ। ଟିକିଏ ଜୋର୍ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭୁଲ୍ ବୁଝିବେ। ବ୍ୟବସାୟରେ ଲାଗିରହିଥିବା ପ୍ରତିଦ୍ୱନ୍ଦିତା କମ୍ ହେବ ।

ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :