• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th July 2023: ଅଫିସ୍ କାମରେ ଟେନସନ୍ ବଢ଼ିବ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର। ଚନ୍ଦ୍ର – ବୃଷ ଅହୋରାତ୍ର; ତିଥି – ୧୨ଶୀ ସନ୍ଧ୍ୟା ୦୭.୧୭ ଗତେ ୧୩ଶୀ, ଘାତ ଚନ୍ଦ୍ର– ବିଛା ଅହୋରାତ୍ର, ଘାତ ବାର– ବିଛା, ଧନୁ ଓ ମୀନ

Libra

ତୁଳା

Friday 14 Jul 2023

ଚିତ୍ରା- ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । ଶାରିରୀକ ଦୁର୍ବଳତା ଦେଖାଦେବ । କର୍ମକ୍ଷେତ୍ର ଓ ଆର୍ଥିକ ଦିଗଟି ଅନୁକୂଳ ରହିଲେ ମଧ୍ୟ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।

ସ୍ୱାତୀ- ଆନୁଷ୍ଠାନିକ କାର‌୍ୟ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।

ବିଶାଖା- ଭୁଲ୍ ବୁଝାମଣା କାରଣରୁ ମାନସିକ ସ୍ଥିତି ହଠାତ୍ ବଦଳିଯିବ। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ।

ପ୍ରତିକାର– ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :